ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
ଓଡ଼ିଆ ଉଇକିପିଡ଼ିଆ
ଏକ ଖୋଲା ଜ୍ଞାନକୋଷ, ଯାହା ସଭିଙ୍କୁ ଲେଖିବା ଓ ବଦଳାଇବାର ସୁବିଧା ଦେଇଥାଏ ।
ଏହା ୩,୧୪୯ ଗୋଟି ପ୍ରସଙ୍ଗରେ ଭରା ।
Wikipediahalf.png

କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ ସୂର୍ଯ୍ୟ ମନ୍ଦିର ଭାରତ ଅନ୍ତର୍ଗତ ଓଡ଼ିଶାପୁରୀ ଜିଲ୍ଲାରେ ଥିବା ଏକ ପୁରୁଣା ମନୋରମ ମନ୍ଦିର । ଏହାର କୋଣାର୍କ ସହରରେ ଅବସ୍ଥିତ । କୋଣାର୍କ ମନ୍ଦିର ହେଉଛି ସ୍ଥାପତ୍ୟ, ବୈଷୟିକ ଜ୍ଞାନ, ଶିଳ୍ପକଳା ଓ ସର୍ବୋପରି ଗୋଟିଏ ଉଚ୍ଚ ଜୀବନାଦର୍ଶର ଅପୂର୍ବ ସମନ୍ଵୟ । ଏପରି ସୃଷ୍ଟି ଖାଲି ଓଡ଼ିଶାରେ ନୁହେଁ, ସାରା ବିଶ୍ଵରେ ସମ୍ଭବ ହୋଇ ପାରିନାହିଁ । ତ୍ରୟୋଦଶ ଶତାବ୍ଦୀରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବ(୧୨୩୮ରୁ ୧୨୫୦ ଖ୍ରୀଷ୍ଟାବ୍ଦ) ଙ୍କଦ୍ୱାରା ନିର୍ମିତ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ । ଏହାକୁ କୃଷ୍ଣ ପାଗୋଡ଼ା ମଧ୍ୟ କୁହାଯାଏ । ଏହି ମନ୍ଦିର ହେଉଛି ଗଙ୍ଗ ବଂଶର କଳିଙ୍ଗୀୟ (ଓଡ଼ିଆ) ସ୍ଥାପତ୍ୟ କଳାର ଏକ ନିଦର୍ଶନ । ଏହି ମନ୍ଦିରଟି ଭାରତର କେତୋଟି ବହୁ ପ୍ରସିଦ୍ଧ ମନ୍ଦିର ମାନଙ୍କ ଭିତରୁ ଅନ୍ୟତମ ଏବଂ ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହା ଅନ୍ୟତମ ।


ପୁରା ପଢନ୍ତୁ...


Nuvola apps bookcase.png କେମିତି ବ୍ୟବହାର କରିବେ ଉଇକିପିଡ଼ିଆ
Wikipediahalf.png

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର





Wikimedia-logo-35px.png ଉଇକିମିଡ଼ିଆ ଅଧୀନରେ ଥିବା ବିବିଧ ପ୍ରକଳ୍ପ
Wikipediahalf.png

ଉଇକିପିଡ଼ିଆ ଉଇକିମିଡ଼ିଆ ଫାଉଣ୍ଡେସନ ନାମକ ଗୋଟିଏ ଅଣ-ଲାଭକାରି ସଙ୍ଘ ଦ୍ଵାରା ଚଳାଯାଇଥାଏ, ତାହାଦ୍ଵାରା ଚଳାଯାଉଥିବା ଆହୁରି କେତେଗୁଡ଼ିଏ ପ୍ରକଳ୍ପ ହେଲା:

Wikipedia-logo.png ଅଲଗା ଭାଷାରେ ଉଇକିପିଡ଼ିଆ
Wikipediahalf.png

ଏହି ଉଇକିପିଡ଼ିଆଟି ଓଡ଼ିଆରେ ଲେଖା ହୋଇଅଛି । ଏହା ୨୦୦୨ (୨୦୦୨)ରେ ଆରମ୍ଭ ହୋଇଥିଲା, ଏବେ ଏଥିରେ ୩,୧୪୯ ଗୋଟି ଲେଖା ଅଛି । ଆହୁରି ଗୁଡ଼ିଏ ଉଇକିପିଡ଼ିଆ ମିଳୁଅଛି; କେତୋଟି ବଡ଼ ବଡ଼ ଉଇକିପିଡ଼ିଆ ହେଲା: