ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
      ଓଡ଼ିଆ ଉଇକିପିଡ଼ିଆ
       ଏକ ଖୋଲା ଜ୍ଞାନକୋଷ, ଯାହା ସଭିଙ୍କୁ ଲେଖିବା ଓ ବଦଳାଇବାର ସୁବିଧା ଦେଇଥାଏ ।
        ଏହା ୫,୧୮୨ ଗୋଟି ପ୍ରସଙ୍ଗରେ ଭରା ।
Wikipediahalf.png
 

ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଏକା ଧାରରେ ଜଣେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ ।

ସେ ରେଭେନସା ଗାର୍ଲ ସ୍କୁଲରେ ଶିକ୍ଷା ଲାଭ କଲା ପରେ କଟକ ମେଡିକାଲ ସ୍କୁଲରେ ଡାକ୍ତରୀ ଶିକ୍ଷା ଗ୍ରହଣ କରି ୧୯୨୧ ମସିହାରେ ସ୍ଵର୍ଣ୍ଣ ପଦକ ସହ ଏଲ୍.ଏମ୍.ପି, ଡିଗ୍ରୀ ପାଇ ଉତ୍ତୀର୍ଣ୍ଣ ହେଇଥିଲେ ।

ଓଡ଼ିଆରେ ଲେଖିବା ସହ ସେ ହିନ୍ଦୀ ସାହିତ୍ୟରେ ମଧ୍ୟ ଲେଖା ଲେଖି କରୁଥିଲେ । ଘୃଣ୍ୟ ଜାତିପ୍ରଥା ବିରୁଦ୍ଧରେ ସ୍ଵର ଉତ୍ତୋଳନ କରୁଥିଲେ । ପରଦା ପ୍ରଥା, ବାଲ୍ୟ ବିବାହ ଓ ମହିଳା ପ୍ରଭେଦ ବିରୁଦ୍ଧରେ ଲେଖୁଥିଲେ । ସେ ଦେଶାତ୍ମବୋଧକ କବିତା ମଧ୍ୟ ଲେଖୁଥିଲେ । ଏହା ଛଡ଼ା ବିଧବା ବିବାହ ଓ ନାରୀ ସଶକ୍ତିକରଣ ନିମନ୍ତେ କାମ କରୁଥିଲେ ।

ପୁରା ପଢ଼ନ୍ତୁ...


Wikipediahalf.png
BAIDYANATH TEMPLE SONEPUR.JPG
ବୈଦ୍ୟନାଥ ମନ୍ଦିର, ସୋନପୁର
ଚିତ୍ରତ୍ତୋଳକ: ଶିତିକଣ୍ଠ ଖେତୀ



Nuvola apps bookcase.png କେମିତି ବ୍ୟବହାର କରିବେ ଉଇକିପିଡ଼ିଆ
Wikipediahalf.png

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର





Wikipedia-logo.png ଅଲଗା ଭାଷାରେ ଉଇକିପିଡ଼ିଆ
Wikipediahalf.png

ଏହି ଉଇକିପିଡ଼ିଆଟି ଓଡ଼ିଆରେ ଲେଖା ହୋଇଅଛି । ଏହା ୨୦୦୨ (୨୦୦୨)ରେ ଆରମ୍ଭ ହୋଇଥିଲା, ଏବେ ଏଥିରେ ୫,୧୮୨ ଗୋଟି ଲେଖା ଅଛି । ଆହୁରି ଗୁଡ଼ିଏ ଉଇକିପିଡ଼ିଆ ମିଳୁଅଛି; କେତୋଟି ବଡ଼ ବଡ଼ ଉଇକିପିଡ଼ିଆ ହେଲା:


ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିଉତ୍ସ ଉଇକିଉତ୍ସ (ମାଗଣା ପଢ଼ାଘର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)