ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
      ଓଡ଼ିଆ ଉଇକିପିଡ଼ିଆ
       ଏକ ଖୋଲା ଜ୍ଞାନକୋଷ, ଯାହା ସଭିଙ୍କୁ ଲେଖିବା ଓ ବଦଳାଇବାର ସୁବିଧା ଦେଇଥାଏ ।
        ଏହା ୬,୩୬୧ ଗୋଟି ପ୍ରସଙ୍ଗରେ ଭରା ।
Wikipediahalf.png

'ଜଗନ୍ନାଥ ଦାସ' ପୁରୀ ଜିଲ୍ଲାର କପିଳେଶ୍ଵର ଗ୍ରାମରେ ୧୪୯୦ ସାଲରେ ପିତା ଭଗବାନ ଦାସ ଓ ମାତା ପଦ୍ମାବତୀଙ୍କ ଠାରୁ ଜନ୍ମଲାଭ କରିଥିଲେ । ଯେଉଁ କ୍ଷଣରେ ବୃଷଭାନୁ ନନ୍ଦିନୀ ରାଧା ଦେବୀଙ୍କର ଜନ୍ମ ବୋଲି ପୁରାଣରେ ବର୍ଣ୍ଣିତ ହୋଇଅଛି, ଠିକ୍ ସେହିକ୍ଷଣରେ ଜଗନ୍ନାଥ ଦାସ ଜନ୍ମଗ୍ରହଣ କରିଥିବାରୁ ତାଙ୍କୁ ରାଧାଙ୍କର ଅଂଶାବତାର ବୋଲି ଲୋକେ ବିଶ୍ଵାସ କରନ୍ତି । ଶିଶୁଟି ଜଗନ୍ନାଥ ଦେବଙ୍କ ପ୍ରସାଦରୁ ଲବ୍ଧ ବୋଲି ଭାବି ଭଗବାନ ଦାଶ ପଣ୍ଡିତମାନଙ୍କ ପରାମର୍ଶକ୍ରମେ ପୁଅର ନାମ ଜଗନ୍ନାଥ ବୋଲି ନାମକରଣ କଲେ ।

ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ ଭିତରୁ ଜଣେ ଥିବା ଜଗନ୍ନାଥ ଜଣେ କବି ଥିଲେ ଓ ଓଡ଼ିଆରେ ପୁରାଣ ରଚନା କରିବାରେ ଅନ୍ୟତମ ଥିଲେ । ଜଗନ୍ନାଥ ଦାସ ବଟ ଗଶେଶଙ୍କ ନିକଟରେ ବସି ସଂସ୍କୃତ ଭାଗବତକୁ ଓଡ଼ିଆ ଭାଷାରେ ନବାକ୍ଷରୀ ବୃତ୍ତରେ ରଚନା କରିଥିଲେ ଅଦ୍ୟାବଧି ତାହା ଓଡ଼ିଶାରେ ପୁରପଲ୍ଲୀମାନଙ୍କରେ ସର୍ବତ୍ର ପାଠ କରାଯାଉଥିବା ଦେଖାଯାଏ । ଏହା ଛଡ଼ା ସେ ସଂସ୍କୃତ ଓ ଓଡ଼ିଆ ଭାଷାରେ ଭକ୍ତିରସପୂର୍ଣ୍ଣ ବହୁତ ଗ୍ରନ୍ଥ ଲେଖିଯାଇଅଛନ୍ତି ।

ଶ୍ରୀଚୈତନ୍ୟ ତାଙ୍କର ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ "ଅତିବଡ଼" ଡାକୁଥିଲେ ଯାହାର ଅର୍ଥ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ" ।

ପୁରା ପଢ଼ନ୍ତୁ...


Nuvola apps bookcase.png କେମିତି ବ୍ୟବହାର କରିବେ ଉଇକିପିଡ଼ିଆ
Wikipediahalf.png

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର





Wikipedia-logo.png ଅଲଗା ଭାଷାରେ ଉଇକିପିଡ଼ିଆ
Wikipediahalf.png

ଏହି ଉଇକିପିଡ଼ିଆଟି ଓଡ଼ିଆରେ ଲେଖା ହୋଇଅଛି । ଏହା ୨୦୦୨ (୨୦୦୨)ରେ ଆରମ୍ଭ ହୋଇଥିଲା, ଏବେ ଏଥିରେ ୬,୩୬୧ ଗୋଟି ଲେଖା ଅଛି । ଆହୁରି ଗୁଡ଼ିଏ ଉଇକିପିଡ଼ିଆ ମିଳୁଅଛି; କେତୋଟି ବଡ଼ ବଡ଼ ଉଇକିପିଡ଼ିଆ ହେଲା:


ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିଉତ୍ସ ଉଇକିଉତ୍ସ (ମାଗଣା ପଢ଼ାଘର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକିମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)