ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
      ଓଡ଼ିଆ ଉଇକିପିଡ଼ିଆ
       ଏକ ଖୋଲା ଜ୍ଞାନକୋଷ, ଯାହା ସଭିଙ୍କୁ ଲେଖିବା ଓ ବଦଳାଇବାର ସୁବିଧା ଦେଇଥାଏ ।
        ଏହା ୮,୧୨୧ ଗୋଟି ପ୍ରସଙ୍ଗରେ ଭରା ।
Wikipediahalf.png
ରତ୍ନବେଦୀରେ ତିନିଠାକୁର 

ଦେବ ସ୍ନାନ ପୂର୍ଣ୍ଣିମା ପରଦିନ ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କୁ ଯାତ୍ରୀମାନେ ସକ୍ଷାତ ଦର୍ଶନ କରିବାକୁ ପାଆନ୍ତି ନାହିଁ , ଏହି ସମୟକୁ ଅଣସର ବା ଅନବସର କହାଯାଏ । ଅଣସର ସମୟରେ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ । ବଡ଼ଠାକୁରଙ୍କର ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଯାଜ୍ଞସେନୀ ବା ଭୁବନେଶ୍ଵରୀ ଓ ଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇଥାନ୍ତି । ଏହି ସମୟରେ ଜଗନ୍ନାଥଙ୍କ ସ୍ଥାନରେ ଭକ୍ତମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି ।

ପୁରା ପଢ଼ନ୍ତୁ...


Nuvola apps bookcase.png କେମିତି ବ୍ୟବହାର କରିବେ ଉଇକିପିଡ଼ିଆ
Wikipediahalf.png

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର





Wikipedia-logo.png ଅଲଗା ଭାଷାରେ ଉଇକିପିଡ଼ିଆ
Wikipediahalf.png

ଏହି ଉଇକିପିଡ଼ିଆଟି ଓଡ଼ିଆରେ ଲେଖା ହୋଇଅଛି । ଏହା ୨୦୦୨ (୨୦୦୨)ରେ ଆରମ୍ଭ ହୋଇଥିଲା, ଏବେ ଏଥିରେ ୮,୧୨୧ ଗୋଟି ଲେଖା ଅଛି । ଆହୁରି ଗୁଡ଼ିଏ ଉଇକିପିଡ଼ିଆ ମିଳୁଅଛି; କେତୋଟି ବଡ଼ ବଡ଼ ଉଇକିପିଡ଼ିଆ ହେଲା:


ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)