ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ ରୁ
      ଓଡ଼ିଆ ଉଇକିପିଡ଼ିଆ
       ଏକ ଖୋଲା ଜ୍ଞାନକୋଷ, ଯାହା ସଭିଙ୍କୁ ଲେଖିବା ଓ ବଦଳାଇବାର ସୁବିଧା ଦେଇଥାଏ ।
        ଏହା ୮,୩୨୩ ଗୋଟି ପ୍ରସଙ୍ଗରେ ଭରା ।
Wikipediahalf.png

ଶିଶୁ କୃଷ୍ଣ

ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ପୌରାଣିକ ମତେ ଭଗବାନ ଶ୍ରୀକୃଷ୍ଣ ଦ୍ଵାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ ।

ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀମାନଙ୍କ ଭିତରେ ଜନ୍ମାଷ୍ଟମୀ ଅନ୍ୟତମ । ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ।

'ଜନ୍ମାଷ୍ଟମୀ'କୁ ମହାରାଷ୍ଟ୍ରର ଲୋକେ 'ଦହି ହାଣ୍ଡି'ନାମରେ ବେଶି ଜାଣିଥାନ୍ତି । ଗୋଟିଏ ମାଟିହାଣ୍ଡିରେ ଘୋଳଦହି ପୁରାଇ ଏକ ନିର୍ଦ୍ଦିଷ୍ଟ ଉଚ୍ଚତାରେ ଏହାକୁ ଓହଳାଇ ଦିଆଯାଇଥାଏ । ଏହାପରେ ଲୋକମାନେ ସମୂହ ତିଆରି କରି ଜଣକ ଉପରେ ଜଣେ ଠିଆହୋଇ ଏକ ମିନାର ଗଠନ କରନ୍ତି ଓ ଉପରେ ଥିବା ଲୋକଟି ଏକ ନଡ଼ିଆରେ ବାଡ଼େଇ ସେହି ହାଣ୍ଡିକୁ ଭାଙ୍ଗିଥାଏ ।

ପୁରା ପଢ଼ନ୍ତୁ...


Wikipediahalf.png
Nadara Ramachandi Temple.jpg
ମା ରାମଚଣ୍ଡୀ ମନ୍ଦିର, ନାଧରା ଢେଙ୍କାନାଳ
ଚିତ୍ରତ୍ତୋଳକ: ସରୋଜ କୁମାର ବେହେରା


Nuvola apps bookcase.png କେମିତି ବ୍ୟବହାର କରିବେ ଉଇକିପିଡ଼ିଆ
Wikipediahalf.png

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର





Wikipedia-logo.png ଅଲଗା ଭାଷାରେ ଉଇକିପିଡ଼ିଆ
Wikipediahalf.png

ଏହି ଉଇକିପିଡ଼ିଆଟି ଓଡ଼ିଆରେ ଲେଖା ହୋଇଅଛି । ଏହା ୨୦୦୨ (୨୦୦୨)ରେ ଆରମ୍ଭ ହୋଇଥିଲା, ଏବେ ଏଥିରେ ୮,୩୨୩ ଗୋଟି ଲେଖା ଅଛି । ଆହୁରି ଗୁଡ଼ିଏ ଉଇକିପିଡ଼ିଆ ମିଳୁଅଛି; କେତୋଟି ବଡ଼ ବଡ଼ ଉଇକିପିଡ଼ିଆ ହେଲା:


ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)