ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ‌ରୁ
Jump to navigation Jump to search


ଓଡ଼ିଆ ଉଇକିପିଡ଼ିଆ
ଏକ ଖୋଲା ଜ୍ଞାନକୋଷ
Crystal Clear app tutorials.png କିପରି ଟାଇପ କରିବେ ଜାଣିବା ନିମନ୍ତେ ଏଥିରେ କ୍ଳିକ କରନ୍ତୁ

ଆଲୋଚନା ସଭାଇ-ମେଲରେ ଯୋଗାଯୋଗଲଗ ଇନ/ନୂଆ ଖାତାଟିଏ ଖୋଲିବେ

 
Communauté silhouette.svg ନୂଆ ପ୍ରସଙ୍ଗଟିଏ ଗଢ଼ିବା ଶିଖନ୍ତୁ

ନିୟମାବଳୀକିଛି ଜାଣିବା କଥାଲେଖିବାରେ ସହଯୋଗଦରକାରୀ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ତାଲିକା

ଖୋଜିବାକୁ ଚାହୁଁଥିବା ପ୍ରସଙ୍ଗର ପ୍ରଥମ ଅକ୍ଷର ଉପରେ କିମ୍ବା ଶ୍ରେଣୀ ଉପରେ କ୍ଳିକ କରନ୍ତୁ ।

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ
ନୂଆ ପୃଷ୍ଠାର ନାମ ଲେଖନ୍ତୁ:

 ପୂର୍ବରୁ ଥିବା ପ୍ରସଙ୍ଗ ସବୁକୁ ଆପଣ ଅଧିକ ତଥ୍ୟ ଯୋଡ଼ି ଉନ୍ନତ କରିପାରିବେ ବା ନୂଆ ପ୍ରସଙ୍ଗ ତିଆରି କରିପାରିବେ

ଆର୍କ୍‌ମିଡ଼ିସ୍‌

ଆର୍କ୍‌ମିଡ଼ିସ୍‌ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ। ସେ ନିଃଶେଷୀକରଣ (exhaustion) ପ୍ରଣାଳୀ ବ୍ୟବହାର କରି ପାରାବୋଲାର କ୍ଷେତ୍ରଫଳ ସହିତ 'ଅସଂଖ୍ୟ' ମିଶାଣର ଏବଂ ଉତ୍କୃଷ୍ଟ ହାରାହାରି ପାଇ (π)ର ମୂଲ୍ୟ ନିର୍ଦ୍ଧାରଣ କରିଥିଲେ । ଆହୁରି ମଧ୍ୟ ସେ ସର୍ତ୍ପଳ ବିୟରିଙ୍ଗ ବୋଲି ତାହାର ନାମ ବ୍ୟାଖ୍ୟା କରିଥିଲେ, ପୃଷ୍ଠ ପରିକ୍ରମଣ ଆୟତନ ପାଇଁ ସୂତ୍ର ଏବଂ ବହୁତ ବଡ଼ ସଂଖ୍ୟାମାନ ନିରୂପଣ କରିବା ପାଇଁ କୌଶଳ ପ୍ରଣାଳୀ ଉଦ୍ଭାବନ କରିଥିଲେ । ସିରାକସ ଦଖଲ କରିବା ସମୟରେ ଜନୈକ ରୋମାନ ସୈନ୍ୟ ତାଙ୍କୁ ହତ୍ୟା କରିଥିଲେ, ଯଦିଓ ତାଙ୍କର କୌଣସି କ୍ଷତି ନ କରିବା ପାଇଁ ନିର୍ଦ୍ଦେଶ ଥିଲା । ସିସେରୋ (Cicero)ଙ୍କ ବର୍ଣ୍ଣନା ଅନୁସାରେ ଆର୍କ୍‌ମିଡ଼ିସ୍‌ଙ୍କ କବର ଉପରେ ସ୍ଥାପିତ ହୋଇଥିଲା ଏକ ଗୋଲକ ଯାହା ଗୋଟିଏ ସ୍ତମ୍ଭାକୃତି ବସ୍ତୁ ଭିତରେ ଖୋଦିତ ହୋଇଥିଲା । ଆର୍କ୍‌ମିଡ଼ିସ୍‌ ପ୍ରମାଣ କରିଥିଲେ ଯେ ସେହି ଗୋଲକଟି ସ୍ତମ୍ଭାକୃତି ବସ୍ତୁର ଆଧାର ସହ ପରପୃଷ୍ଠର କ୍ଷେତ୍ରଫଳ ଏବଂ ଆୟତନର ଦୁଇ ତୃତୀୟାଂଶ । ଏହାଥିଲା ତାଙ୍କର ସମସ୍ତ ଗାଣିତିକ ସଫଳତା ମଧ୍ୟରେ ଏକ ବିଶିଷ୍ଟ ସଫଳତା ।

ପୁରା ପଢନ୍ତୁ...


ଜୁନ

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ନୟାଗଡ଼ର ମଣିନାଗ ମନ୍ଦିର ପାଖର ଦୃଶ୍ୟ
ନୟାଗଡ଼ର ମଣିନାଗ ମନ୍ଦିର ପାଖର ଦୃଶ୍ୟ
ସ୍ଵତ୍ତ୍ଵାଧିକାରୀ: ଅଭିଜିତ
ଏହା ଗତବର୍ଷର ପୁରୁଣା ଫଟୋ । ନୂଆ ଚୟନକରନ୍ତୁ

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର

ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)

 ଉପରକୁ ଯିବେପୁନ ଲୋଡ଼ଉଇକିମିଡ଼ିଆ ଭାରତ ପୋର୍ଟାଲପରିସଂଖ୍ୟାନଆଲୋଚନା ସଭାଯୋଗାଯୋଗFacebook icon.svg ଫେସବୁକTwitter.svg ଟୁଇଟର